Isaiah 16:5 — Compare Translations

5 translations compared side by side

Odia - 1840
"ତା'ପ ରେ ଜଣେ ନୂତନ ରାଜା ଆସିବେ। ସେ ରାଜା ଦାଉଦ ପରିବାରରୁ ହବେେ। ସେ ବିଶ୍ବସ୍ତ, ଦୟାଳୁ ଓ ସ୍ନହେୀ ହବେେ। ସେ ନ୍ଯାଯ ବିଚାର କରିବେ ଓ ଧର୍ମ ରେ ସମସ୍ତ କାର୍ୟ୍ଯ ସାଧନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ଵୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ଵର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଜଣେ ନୂତନ ରାଜା ଆସିବେ। ସେ ରାଜା ଦାଉଦ ପରିବାରରୁ ହେବେ। ସେ ବିଶ୍ୱସ୍ତ, ଦୟାଳୁ ଓ ସ୍ନେହୀ ହେବେ। ସେ ନ୍ୟାୟ ବିଗ୍ଭର କରିବେ ଓ ଧର୍ମରେ ସମସ୍ତ କାର୍ଯ୍ୟ ସାଧନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।