Isaiah 16:6 — Compare Translations
5 translations compared side by side
Odia - 1840
"ଏହା ଶୁଣା ଯାଉଛି ଯେ, ମାୟୋବ ଅତ୍ଯନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କୋର୍ଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟ; ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁନ୍ତ ତାହାର ଦର୍ପ କିଛି ହିଁ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣା ଯାଉଛି ଯେ, ମୋୟାବ ଅତ୍ୟନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କ୍ରୋଧୀ ମାତ୍ର, ତା’ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।