Isaiah 16:7 — Compare Translations

5 translations compared side by side

Odia - 1840
"ଏହି ଅହଙ୍କାର ୟୋଗୁଁ ସମସ୍ତ ମାୟୋବ କଷ୍ଟ ଭୋଗିବ। ମାୟୋବର ସମସ୍ତ ଲୋକ କ୍ରନ୍ଦନ କରିବେ। ସମାନେେ ଦୁଃଖିତ ହବେେ। ଅତୀତ ରେ ତାଙ୍କର ଯାହା ଥିଲା ସଗେୁଡ଼ିକୁ ସେ ଇଚ୍ଛା କରିବେ। ସମାନେେ ହରେସତରର ଶୁଷ୍କ କିସମିସର ପିଠା ପାଇଁ ଇଚ୍ଛା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟ; ଦୁଃଖିତ ହୋଇ କୀର-ହେରସତର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଅହଙ୍କାର ଯୋଗୁଁ ସମସ୍ତ ମୋୟାବ କଷ୍ଟ ଭୋଗିବ। ମୋୟାବର ସମସ୍ତ ଲୋକ କ୍ରନ୍ଦନ କରିବେ। ସେମାନେ ଦୁଃଖିତ ହେବେ। ଅତୀତରେ ତାଙ୍କର ଯାହା ଥିଲା ସେଗୁଡ଼ିକୁ ସେ ଇଚ୍ଛା କରିବେ। ସେମାନେ ହେରସତରର ଶୁଷ୍କ କି‌‌ସ୍‌‌ମି‌‌ସ୍‌‌ର ପିଠା ପାଇଁ ଇଚ୍ଛା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।