Isaiah 16:8 — Compare Translations
5 translations compared side by side
Odia - 1840
"ଲୋକମାନେ ଦୁଃଖିତ ହବେେ କାରଣ ହିଶବୋନର କ୍ଷତେସବୁ ଓ ଶବ୍ମାର ଦ୍ରାକ୍ଷାଲତା ଆଉ ଦ୍ରାକ୍ଷା ଉତ୍ପନ୍ନ କରିବ ନାହିଁ। ଦ୍ରାକ୍ଷା ରାଷ୍ଟ୍ରର ପ୍ରଭୁଙ୍କ ପାନୀଯ ପାଇଁ ତିଆରି କରାୟାଏ, ମରୁଭୂମିରେ ପହଞ୍ଚିବା ପାଇଁ ବ୍ଯବହାର କରାୟାଏ, ଯାହାର ମୂଳ ସମୁଦ୍ର ପର୍ୟ୍ଯନ୍ତ ବିସ୍ତୃତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ହିଶ୍ବୋନ୍ର କ୍ଷେତ୍ରସବୁ ଓ ଶିବ୍ମାର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେସବୁ ଯାସେର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେସବୁ ସମୁଦ୍ର ପାର ହୋଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଦୁଃଖିତ ହେବେ କାରଣ ହିଶ୍ବୋନ୍ର କ୍ଷେତସବୁ ଓ ଶିବ୍ମାର ଦ୍ରାକ୍ଷାଲତା ଆଉ ଦ୍ରାକ୍ଷା ଉତ୍ପନ୍ନ କରିବ ନାହିଁ। ଦ୍ରାକ୍ଷା ରାଷ୍ଟ୍ରର ପ୍ରଭୁଙ୍କ ପାନୀୟ ପାଇଁ ତିଆରି କରାଯାଏ, ମରୁଭୂମିରେ ପହଞ୍ଚିବା ପାଇଁ ବ୍ୟବହାର କରାଯାଏ, ଯାହାର ମୂଳ ସମୁଦ୍ର ପର୍ଯ୍ୟନ୍ତ ବିସ୍ତୃତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ହିଷ୍ବୋନ ସହରର କ୍ଷେତ୍ରସବୁ ଓ ସିବ୍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ହିଷ୍ବୋନ ସହରର କ୍ଷେତ୍ରସବୁ ଓ ସିବ୍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇ ଅଛନ୍ତି; ସେହିସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହିସବୁ ସମୁଦ୍ର ପାର ହୋଇ ଗଲେ।