Isaiah 16:9 — Compare Translations
5 translations compared side by side
Odia - 1840
"ମୁଁ ୟା ସରେ ଓ ଶିବମାର ଲୋକମାନଙ୍କ ସହିତ ମିଶି ବିଳାପ କରିବି କାରଣ ସମାନଙ୍କେର ଦ୍ରାକ୍ଷାଲତା ସବୁ ଧ୍ବଂସ ପାଇଛି। ହିଶ୍ବୋନ୍ ଓ ଇଲିଯାଲି ସହିତ ଲୋତକ ଜଳ ରେ ତିନ୍ତାଇବା, କାରଣ ତୁମ୍ଭମାନଙ୍କର ଶସ୍ଯ ଅମଳ ହବେ ନାହିଁ କି ଗ୍ରୀଷ୍ମ କାଳର ଫଳ ପାଇବା ନାହିଁ ଏବଂ ତୁମ୍ଭମାନଙ୍କ ଆନନ୍ଦ ଧ୍ବନି ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ଶିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଶ୍ବୋନ୍, ହେ ଇଲୀୟାଲି ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବାନ୍ତ କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ଵନି ପଡ଼ିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଯାସେର ଓ ଶିବମାର ଲୋକମାନଙ୍କ ସହିତ ମିଶି ବିଳାପ କରିବି କାରଣ ସେମାନଙ୍କର ଦ୍ରାକ୍ଷାଲତା ସବୁ ଧ୍ୱଂସ ପାଇଛି। ହିଶ୍ବୋନ୍ ଓ ଇଲିୟାଲି ସହିତ ଲୋତକ ଜଳରେ ତିନ୍ତାଇବା, କାରଣ ତୁମ୍ଭମାନଙ୍କର ଶସ୍ୟଅମଳ ହେବ ନାହିଁ କି ଗ୍ରୀଷ୍ମ କାଳର ଫଳ ପାଇବା ନାହିଁ ଏବଂ ତୁମ୍ଭମାନଙ୍କ ଆନନ୍ଦ ଧ୍ୱନି ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।