Isaiah 17:1 — Compare Translations

5 translations compared side by side

Odia - 1840
"ଦମ୍ମେଶକ ପ୍ରତି ଶାେକ ବାର୍ତ୍ତା। ସଦାପ୍ରଭୁ କୁହନ୍ତି ଯେ ଦମ୍ମେଶକରେ ଏହିସବୁ ଘଟିବ, ଦମ୍ମେଶକ ଆଉ ନଗର ହାଇେ ରହିବ ନାହିଁ। ସେ ଧ୍ବଂସ ପାଇବ। କବଳେ ଧ୍ବଂସ ବିଧ୍ବସ୍ତ ପ୍ରାସାଦଗୁଡ଼ିକର କାନ୍ଥଗୁଡ଼ିକ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାମାସ୍କସ୍ (ଦମ୍ମେଶକ) ବିଷୟକ ଭାରୋକ୍ତି । ଦେଖ, ଦାମାସ୍କସ୍ (ଦମ୍ମେଶକ) ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
God’s Message to Aram ଦମ୍ମେଶକ ପ୍ରତି ଶୋକ ବାର୍ତ୍ତା। ସଦାପ୍ରଭୁ କୁହନ୍ତି ଯେ ଦମ୍ମେଶକରେ ଏହିସବୁ ଘଟିବ, “ଦମ୍ମେଶକ ଆଉ ନଗର ହୋଇ ରହିବ ନାହିଁ। ସେ ଧ୍ୱଂସ ପାଇବ। କେବଳ ଧ୍ୱଂସ ବିଧ୍ୱସ୍ତ ପ୍ରାସାଦଗୁଡ଼ିକର କାନ୍ଥଗୁଡ଼ିକ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।
Odia IRV 2017 (ଓଡିଆ ବାଇବେଲ)
ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।