Isaiah 17:11 — Compare Translations
5 translations compared side by side
Odia - 1840
"ତୁମ୍ଭ ଦ୍ରାକ୍ଷାଚାରା ଦିନେ ରୋପଣ କରୁଛ ଓ ତା'ର ଚାରିପଟେ ବାଡ଼ ଦଇେ ଯତ୍ନ ନେଉଛ। ପରଦିନ ପ୍ରାତଃକାଳ ରେ ସଗେୁଡ଼ିକ ପୁଷ୍ପିତ ହବୋର ଦେଖୁଛ। ମାତ୍ର ଯେତବେେଳେ ଫଳ ଅମଳ ସମୟରେ ଫଳ ତୋଳିବାକୁ ଯାଉଛ, ଦେଖୁଛ ସଗେୁଡ଼ିକ ମରିଯାଉଛି। ରୋଗ ସମସ୍ତ ଗଛକୁ ମାରି ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଦ୍ରାକ୍ଷାଗ୍ଭରା ଦିନେ ରୋପଣ କରୁଛ ଓ ତା’ର ଗ୍ଭରିପଟେ ବାଡ଼ ଦେଇ ଯତ୍ନ ନେଉଛ। ପରଦିନ ପ୍ରାତଃକାଳରେ ସେଗୁଡ଼ିକ ପୁଷ୍ପିତ ହେବାର ଦେଖୁଛ। ମାତ୍ର ଯେତେବେଳେ ଫଳ ଅମଳ ସମୟରେ ଫଳ ତୋଳିବାକୁ ଯାଉଛ, ଦେଖୁଛ ସେଗୁଡ଼ିକ ମରିଯାଉଛି। ରୋଗ ସମସ୍ତ ଗଛକୁ ମାରି ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।