Isaiah 17:12 — Compare Translations
5 translations compared side by side
Odia - 1840
"ଅନକେ ଗୋଷ୍ଠୀର କୋଳାହଳ ଶୁଣ। ସମାନେେ ସମୁଦ୍ରର ଗର୍ଜନ ତୁଲ୍ଯ ଘାରେ ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସମାନେେ ଯେପରି ପ୍ରବଳ ବନ୍ଯା ଜଳ ସଦୃଶ ମାଡ଼ି ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଗୋଷ୍ଠୀର କୋଳାହଳ ଶୁଣ। ସେମାନେ ସମୁଦ୍ରର ଗର୍ଜନ ତୁଲ୍ୟ ଘୋର ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସେମାନେ ଯେପରି ପ୍ରବଳ ବନ୍ୟା ଜଳ ସଦୃଶ ମାଡ଼ି ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!
Odia IRV 2017 (ଓଡିଆ ବାଇବେଲ)
ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!