Isaiah 17:13 — Compare Translations
5 translations compared side by side
Odia - 1840
"ନାନା ଦେଶୀଯ ଲୋକମାନେ ସହେି ତରଙ୍ଗ ସଦୃଶ ହବେେ। ପରମେଶ୍ବର ସମାନଙ୍କେୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସମାନେେ ପଳାଯନ କରିବେ। ବାଯୁ ରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ଯା ରେ ଧୂଳି ଉଡ଼ିଲା ପରି ସମାନେେ ତାଡ଼ିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ତ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ନାନା ଦେଶୀୟ ଲୋକମାନେ ସେହି ତରଙ୍ଗ ସଦୃଶ ହେବେ। ପରମେଶ୍ୱର ସେମାନଙ୍କୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସେମାନେ ପଳାୟନ କରିବେ। ବାୟୁରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ୟାରେ ଧୂଳି ଉଡ଼ିଲା ପରି ସେମାନେ ତାଡ଼ିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।