Isaiah 17:14 — Compare Translations
5 translations compared side by side
Odia - 1840
"ସନ୍ଧ୍ଯା ରେ ସମାନେେ ଭୟଭୀତ ହବେେ ଓ ପ୍ରଭାତ ପୂର୍ବରୁ ଲୋପ ପାଇୟାଇଥିବେ। ତେଣୁ ଆମ୍ଭର ଶତ୍ରୁ ଓ ଅପହରଣୀକାରୀ କିଛି ସଠାେ ରେ ଦେଖିବାକୁ ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି । ଆମ୍ଭମାନଙ୍କ ଲୁଟକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟାରେ ସେମାନେ ଭୟଭୀତ ହେବେ ଓ ପ୍ରଭାତ ପୂର୍ବରୁ ଲୋପ ପାଇଯାଇଥିବେ। ତେଣୁ ଆମ୍ଭର ଶତ୍ରୁ ଓ ଅପହରଣକାରୀ ସେଠାରେ କିଛି ଦେଖିବାକୁ ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।