Isaiah 17:2 — Compare Translations
5 translations compared side by side
Odia - 1840
"ଅରୋଯର ନଗରକୁ ଲୋକମାନେ ପରିତ୍ଯାଗ କରିବେ। ସହେି ଶୂନ୍ଯ ସହରର ମଷେବଲ ସ୍ବାଧୀନ ଭାବରେ ବିଚରଣ କରିବେ। ଭୟ ଦଖାଇବୋକୁ ସଠାେ ରେ କହେି ନ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅରୋୟର ନଗରକୁ ଲୋକମାନେ ପରିତ୍ୟାଗ କରିବେ। ସେହି ଶୂନ୍ୟ ସହରର ମେଷପଲ ସ୍ୱାଧୀନ ଭାବରେ ବିଚରଣ କରିବେ। ଭୟ ଦେଖାଇବାକୁ ସେଠାରେ କେହି ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।