Isaiah 17:3 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଦୁର୍ଗନଗର, ଦମ୍ମେଶକର ରାଜ୍ଯ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହବେ। ସର୍ବଶକ୍ତିମାନ ସଦାପ୍ରଭୁ ତୁମ୍ଭେ ଯେ, ଇଶ୍ରାୟେଲର ଖ୍ଯାତି ଲୋକଙ୍କ ପରି ସମାନେେ ମଧ୍ଯ କାଢ଼ି ନିଆଯିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦାମାସ୍କସ୍ରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଦୁର୍ଗନଗର, ଦମ୍ମେଶକର ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ। ସର୍ବଶକ୍ତିମାନ ସଦାପ୍ରଭୁ ତୁମ୍ଭେ ଯେ, ଇସ୍ରାଏଲର ଖ୍ୟାତି ଲୋକଙ୍କ ପରି ସେମାନେ ମଧ୍ୟ କାଢ଼ି ନିଆଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ସବୁ ଇସ୍ରାଏଲ-ସନ୍ତାନଗଣର ଗୌରବ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ।