Isaiah 17:4 — Compare Translations

5 translations compared side by side

Odia - 1840
"ସହେି ସମୟରେ ଯାକୁବର ଗୌରବ ଲୋପ ପାଇବ। ଯାକୁବର ସ୍ଥୁଳତା ହ୍ରାସ ପାଇବ ଓ ସେ ଦୁର୍ବଳ ଓ କ୍ଷୀଣ ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେଦିନରେ ଯାକୁବର ଗୌରବ ପାତଳ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯାକୁବର ଗୌରବ ଲୋପ ପାଇବ। ଯାକୁବର ସ୍ଥୁଳତା ହ୍ରାସ ପାଇବ ଓ ସେ ଦୁର୍ବଳ ଓ କ୍ଷୀଣ ଦେଖାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;