Isaiah 17:5 — Compare Translations
5 translations compared side by side
Odia - 1840
"ରଫାଲଯିମ ଉପତ୍ୟକା ରେ ଶସ୍ଯ ଅମଳ ବେଳେ ଯେପରି ଘଟିବ ସହେିପରି ଘଟିବ। ଶସ୍ଯ କ୍ଷେତ୍ର ରେ ଶସ୍ଯ ସଂଗ୍ରହ କଲା ବେଳେ ଶସ୍ଯର ସୀସା ଶସ୍ଯରୁ କାଟିଲା ବେଳେ ଓ ସୀସା ଗୁଡ଼ିକୁ ସଂଗ୍ରହ କଲା ବେଳେ ସହେିପରି ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟିମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେପରି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ରଫାୟିମ ଉପତ୍ୟକାରେ ଶସ୍ୟଅମଳ ବେଳେ ଯେପରି ଘଟିବ ସେହିପରି ଘଟିବ। ଶସ୍ୟକ୍ଷେତ୍ରରେ ଶସ୍ୟ ସଂଗ୍ରହ କଲାବେଳେ ଶସ୍ୟର ସୀସା ଶସ୍ୟରୁ କାଟିଲା ବେଳେ ଓ ସୀସା ଗୁଡ଼ିକୁ ସଂଗ୍ରହ କଲାବେଳେ ସେହିପରି ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।