Isaiah 17:6 — Compare Translations
5 translations compared side by side
Odia - 1840
"ସହେି ସମୟ ଲୋକମାନେ ଜିତବୃକ୍ଷର ଫଳ ସଂଗ୍ରହ କଲାପରି ହବେ। ସମାନେେ ଜିତବୃକ୍ଷରୁ ଫଳ ତୋଳିବେ, ମାତ୍ର ବୃକ୍ଷର ଅଗ୍ରଭାବରେ ଦୁଇ ତିନି ଗୋଟି ଫଳ ରହିୟିବ। ଫଳବାନ୍ ଗଛ ରେ ମଧ୍ଯ ଚାରି ପାଞ୍ଚଟା ଫଳ ତୋଳିଲା ବେଳେ ରହିୟିବ। ସହେିପରି ଅବସ୍ଥା ନଗରଗୁଡ଼ିକରେ ଘଟିବ। ସର୍ବଶକ୍ତିମାନ ସଦାପ୍ରଭୁ ତାହା କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟ ଲୋକମାନେ ଜୀତବୃକ୍ଷର ଫଳ ସଂଗ୍ରହ କଲାପରି ହେବ। ସେମାନେ ଜୀତବୃକ୍ଷରୁ ଫଳ ତୋଳିବେ, ମାତ୍ର ବୃକ୍ଷର ଅଗ୍ରଭାବରେ ଦୁଇ ତିନି ଗୋଟି ଫଳ ରହିଯିବ। ଫଳବାନ୍ ଗଛରେ ମଧ୍ୟ ଗ୍ଭରି ପାଞ୍ଚଟା ଫଳ ତୋଳିଲା ବେଳେ ରହିଯିବ। ସେହିପରି ଅବସ୍ଥା ନଗରଗୁଡ଼ିକରେ ଘଟିବ।” ସର୍ବଶକ୍ତିମାନ ସଦାପ୍ରଭୁ ତାହା କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ,” ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।