Isaiah 17:7 — Compare Translations

5 translations compared side by side

Odia - 1840
"ସଦେିନ ଲୋକମାନେ ସମାନଙ୍କେର ସୃଷ୍ଟିକର୍ତ୍ତାଙ୍କୁ ଅନାଇବେ। ସମାନଙ୍କେର ଦୃଷ୍ଟି ପବିତ୍ର ଧର୍ମସ୍ବରୂପଙ୍କ ପ୍ରତି ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ଦୃଷ୍ଟି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ଲୋକମାନେ ସେମାନଙ୍କର ସୃଷ୍ଟିକର୍ତ୍ତାଙ୍କୁ ଅନାଇବେ। ସେମାନଙ୍କର ଦୃଷ୍ଟି ପବିତ୍ର ଧର୍ମସ୍ୱରୂପଙ୍କ ପ୍ରତି ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।