Isaiah 17:8 — Compare Translations

5 translations compared side by side

Odia - 1840
"ସମାନେେ ଆପଣା ହସ୍ତକୃତ ୟଜ୍ଞବଦେୀ ପ୍ରତି ଦୃଷ୍ଟି ପକାଇବେ ନାହିଁ। ପୁଣି ଆପଣା ଅଙ୍ଗୁଳିକୃତ ଆଶରୋ ମୂର୍ତ୍ତି ଅବା ସୂର୍ୟ୍ଯ ଦବେତାଗଣଗୁଡ଼ିକ ପ୍ରତି ଅନାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆପଣା ହସ୍ତକୃତ ଯଜ୍ଞବେଦି ପ୍ରତି ଦୃଷ୍ଟି ପକାଇବେ ନାହିଁ। ପୁଣି ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ଦେବତାଗଣଗୁଡ଼ିକ ପ୍ରତି ଅନାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।