Isaiah 17:9 — Compare Translations
5 translations compared side by side
Odia - 1840
"ସଦେିନ ସମସ୍ତ ସୁଦୃଢ଼ ନଗରଗୁଡ଼ିକ ଶୂନ୍ଯ ହାଇଯେିବ। ସଗେୁଡ଼ିକ ଇଶ୍ରାୟେଲ ଆସିବା ଭୟ ରେ ପର୍ବତ ଓ ଅରଣ୍ଯ ତୁଲ୍ଯ ହାଇଯେିବେ। ଅତୀତ ରେ ଇଶ୍ରାୟେଲ ଭୟ ରେ ସମାନେେ ପଳାଯନ କରିଥିଲେ। ପୁଣି ସମାନେେ ଭବିଷ୍ଯତ ରେ ଇଶ୍ରାୟେଲ ଆସିବା ଭୟ ରେ ଧ୍ବଂସ ପାଇଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନ-ଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ସମସ୍ତ ସୁଦୃଢ଼ ନଗରଗୁଡ଼ିକ ଶୂନ୍ୟ ହୋଇଯିବ। ସେଗୁଡ଼ିକ ଇସ୍ରାଏଲ ଆସିବା ଭୟରେ ପର୍ବତ ଓ ଅରଣ୍ୟ ତୁଲ୍ୟ ହୋଇଯିବେ। ଅତୀତରେ ଇସ୍ରାଏଲ ଭୟରେ ସେମାନେ ପଳାୟନ କରିଥିଲେ। ପୁଣି ସେମାନେ ଭବିଷ୍ୟତରେ ଇସ୍ରାଏଲ ଆସିବା ଭୟରେ ଧ୍ୱଂସ ପାଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ-ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ।