Isaiah 18:1 — Compare Translations
5 translations compared side by side
Odia - 1840
"ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସହେି ଦେଶ ପୋକମାନଙ୍କର ପକ୍ଷର ଶବ୍ଦ ରେ ପରିପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶଦ୍ଦବିଶିଷ୍ଟ ଦେଶ;
Odia Bible ERV 2004 (ପବିତ୍ର ବାଇବଲ)
କୂଶଦେଶ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସେହି ଦେଶ ପୋକମାନଙ୍କର ପକ୍ଷର ଶବ୍ଦରେ ପରିପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;
Odia IRV 2017 (ଓଡିଆ ବାଇବେଲ)
ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;