Isaiah 18:2 — Compare Translations
5 translations compared side by side
Odia - 1840
"ସେ ସମୁଦ୍ର ପଥରେ ନଳ ନିର୍ମିତ ନେ ୗକା ରେ ଦୂତମାନଙ୍କୁ ପ୍ ରରଣେ କରିବେ, କ୍ଷିପ୍ର ଗତି ରେ ଚାଲୁଥିବା ଦୂତମାନଙ୍କୁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ!
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୁଦ୍ର ପଥରେ ନଳ ନିର୍ମିତ ନୌକାରେ ଦୂତମାନଙ୍କୁ ପ୍ରେରଣ କରିବେ, କ୍ଷିପ୍ର ଗତିରେ ଗ୍ଭଲୁଥିବା ଦୂତମାନଙ୍କୁ, ଶକ୍ତିଶାଳୀ ଓ ଦୀର୍ଘକାୟ ପାଖକୁ ଯାଅ, ସବୁଆଡ଼େ ଲୋକମାନେ ଶକ୍ତିଶାଳୀ ଓ ଦୀର୍ଘକାୟ ଲୋକଙ୍କୁ ଭୟ କରନ୍ତି। ସେମାନେ ଶକ୍ତିଶାଳୀ ଗୋଷ୍ଠୀ ଗଠନ କରନ୍ତି। ସେମାନଙ୍କର ଦେଶ ନଦୀମାନଙ୍କ ଦ୍ୱାରା ବିଭକ୍ତି ହୋଇ ଆସିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!
Odia IRV 2017 (ଓଡିଆ ବାଇବେଲ)
ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!