Isaiah 18:3 — Compare Translations
5 translations compared side by side
Odia - 1840
"ଲକ୍ଷ୍ଯ କର, ସେ ଗୋଷ୍ଠୀ ପ୍ରତି କିଛି ଅଘଟଣ ଘଟିବ। ଜଗତର ସମସ୍ତ ନିବାସୀ ଦେଖିବେ ସହେି ଗୋଷ୍ଠୀ ବିନଷ୍ଟ ହେଉଛି। ସମସ୍ତ ଲୋକ ସ୍ପଷ୍ଟ ଭାବରେ ଦେଖି ପାରିବେ ଯେପରି ପର୍ବତ ଉପ ରେ ଧ୍ବଜା ଉଡ଼ି ସଙ୍କତେ ଦିଏ। ସହେି ଦୀର୍ଘକାଯ ଲୋକମାନଙ୍କର ଅନିଷ୍ଟ ଘଟିବ, ଏହା ଜଗତବାସୀ ଗ୍ରହଣ କରିବେ। ୟୁଦ୍ଧ ରେ ତୂରୀ ବାଜି ଘାଷେଣା କଲାପରି ସମାନେେ ସ୍ପଷ୍ଟ ଭାବରେ ଏହା ଶୁଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ଵଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଲକ୍ଷ୍ୟ କର, ସେ ଗୋଷ୍ଠୀ ପ୍ରତି କିଛି ଅଘଟଣ ଘଟିବ। ଜଗତର ସମସ୍ତ ନିବାସୀ ଦେଖିବେ ସେହି ଗୋଷ୍ଠୀ ବିନଷ୍ଟ ହେଉଛି। ସମସ୍ତ ଲୋକ ସ୍ପଷ୍ଟ ଭାବରେ ଦେଖି ପାରିବେ ଯେପରି ପର୍ବତ ଉପରେ ଧ୍ୱଜା ଉଡ଼ି ସଙ୍କେତ ଦିଏ। ସେହି ଦୀର୍ଘକାୟ ଲୋକମାନଙ୍କର ଅନିଷ୍ଟ ଘଟିବ, ଏହା ଜଗତବାସୀ ଗ୍ରହଣ କରିବେ। ଯୁଦ୍ଧରେ ତୂରୀ ବାଜି ଘୋଷଣା କଲାପରି ସେମାନେ ସ୍ପଷ୍ଟ ଭାବରେ ଏହା ଶୁଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।