Isaiah 18:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ମୁଁ ମାରେ ବାସ ସ୍ଥାନ ରେ ରହି ଶାନ୍ତ ଭାବରେ ଏହିସବୁ ଘଟିବାର ନିରୀକ୍ଷଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷା; ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ମୁଁ ମୋର ବାସ ସ୍ଥାନରେ ରହି ଶାନ୍ତ ଭାବରେ ଏହିସବୁ ଘଟିବାର ନିରୀକ୍ଷଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା।”