Isaiah 18:5 — Compare Translations
5 translations compared side by side
Odia - 1840
"ଗ୍ରୀଷ୍ମକାଳୀନ ମଧ୍ଯାହ୍ନ ସମୟର ପ୍ରଚଣ୍ଡ ତାପ ରେ ଲୋକ ବିଶ୍ରାମ କରିବା ପରି, ଶସ୍ଯ ଛଦନକୋଳୀନ ଶିଶିର ୟୁକ୍ତ ମେଘପରି କ୍ଷାନ୍ତ ହାଇେ ନିରୀକ୍ଷଣ କରିବି। ତା'ପ ରେ ଭୟଙ୍କର ଘଟଣା ଘଟିବ। ଯଥା ସମୟରେ ଦ୍ରାକ୍ଷାଲତା ରେ ଫୁଲ ଫୁଟିବ ଓ ନୂତନ ଦ୍ରାକ୍ଷା ଲତା ଜନ୍ମିବ। ମାତ୍ର ଫଳ ଅମଳ ପୂର୍ବରୁ ଶତ୍ରୁମାନେ ଆସିବେ ଓ ଗଛଗୁଡ଼ିକୁ କାଟି ପକାଇବେ। ସମାନେେ ଶାଖାଗୁଡ଼ିକୁ କାଟି ଫିଙ୍ଗି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ରୀଷ୍ମକାଳୀନ ମଧ୍ୟାହ୍ନ ସମୟର ପ୍ରଚଣ୍ଡ ତା’ପରେ ଲୋକ ବିଶ୍ରାମ କରିବା ପରି, ଶସ୍ୟ ଛେଦନକାଳୀନ ଶିଶିର ଯୁକ୍ତ ମେଘପରି କ୍ଷାନ୍ତ ହୋଇ ନିରୀକ୍ଷଣ କରିବି। ତା’ପରେ ଭୟଙ୍କର ଘଟଣା ଘଟିବ। ଯଥା ସମୟରେ ଦ୍ରାକ୍ଷାଲତାରେ ଫୁଲ ଫୁଟିବ ଓ ନୂତନ ଦ୍ରାକ୍ଷାଲତା ଜନ୍ମିବ। ମାତ୍ର ଫଳ ଅମଳ ପୂର୍ବରୁ ଶତ୍ରୁମାନେ ଆସିବେ ଓ ଗଛଗୁଡ଼ିକୁ କାଟି ପକାଇବେ। ସେମାନେ ଶାଖାଗୁଡ଼ିକୁ କାଟି ଫିଙ୍ଗି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।