Isaiah 18:6 — Compare Translations
5 translations compared side by side
Odia - 1840
"ସହେି ଦ୍ରାକ୍ଷାଗୁଡ଼ିକୁ ପର୍ବତର ପକ୍ଷୀଗଣ ଓ ବଣର ପଶୁଗଣ ଭକ୍ଷଣ କରିବେ। ଦୂରସ୍ଥ ପକ୍ଷୀଗଣ ସହେି ଦ୍ରାକ୍ଷା ରେ ଗ୍ରୀଷ୍ମକାଳ କଟାଇବେ ଏବଂ ବନ୍ଯ ପଶୁଗଣ ସହେି ଦ୍ରାକ୍ଷା ଫଳ ରେ ଶୀତକାଳ କଟାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବତସ୍ଥ ଦୁର; ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁର; ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦ୍ରାକ୍ଷାଗୁଡ଼ିକୁ ପର୍ବତର ପକ୍ଷୀଗଣ ଓ ବଣର ପଶୁଗଣ ଭକ୍ଷ୍ୟଣ କରିବେ। ଦୂରସ୍ଥ ପକ୍ଷୀଗଣ ସେହି ଦ୍ରାକ୍ଷାରେ ଗ୍ରୀଷ୍ମକାଳ କଟାଇବେ ଏବଂ ବନ୍ୟ ପଶୁଗଣ ସେହି ଦ୍ରାକ୍ଷା ଫଳରେ ଶୀତକାଳ କଟାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।