Isaiah 19:1 — Compare Translations

5 translations compared side by side

Odia - 1840
"ମିଶର ବିଷଯକ ଲୋକ ବାର୍ତ୍ତା: ଦେଖ! ସଦାପ୍ରଭୁ ଦ୍ରୁତଗାମୀ ମେଘ ରେ ଆସୁଛନ୍ତି। ସେ ମିଶର ରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟ ରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ବିଷୟକ ଭାରୋକ୍ତି । ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ଵିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶର ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ମିଶର ବିଷୟକ ଶୋକ ବାର୍ତ୍ତା: ଦେଖ! ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆସୁଛନ୍ତି। ସେ ମିଶରରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା’ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
Odia IRV 2017 (ଓଡିଆ ବାଇବେଲ)
ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।