Isaiah 19:10 — Compare Translations
5 translations compared side by side
Odia - 1840
"ଭଗ୍ନ ବୁଣାଳୀମାନେ ଏବଂ ଯେଉଁମାନେ ସବୁ ମଜୁରୀ ପାଇଁ କାମ କରୁଥିଲେ ଦୁଃଖୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ତ ଖଣ୍ତ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକସମସ୍ତେ ପ୍ରାଣରେ ଦୁଃଖିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଭଗ୍ନ ବୁଣାଳୀମାନେ ଏବଂ ଯେଉଁମାନେ ସବୁ ମଜୁରୀ ପାଇଁ କାମ କରୁଥିଲେ ଦୁଃଖୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।