Isaiah 19:11 — Compare Translations

5 translations compared side by side

Odia - 1840
"ସିୟୋନର ଅଧିପତିମାନେ ନିତାନ୍ତ ନିର୍ବୋଧ। ଫାରୋର ଜ୍ଞାନୀ ଉପଦେଷ୍ଟାଗଣ କୁପରାମର୍ଶ ଦିଅନ୍ତି। ସହେି ଅଧିପତିଗଣ ନିଜକୁ ଜ୍ଞାନୀ ଏବଂ ବିଦ୍ବାନ ମନେ କରନ୍ତି। ସମାନେେ ପ୍ରାଚୀନ ବୈଭବଶାଳୀ ରାଜବଂଶର ଅଂଶ ଅଟନ୍ତି। ମାତ୍ର ପ୍ରକୃତ ରେ ସମାନେେ ଜ୍ଞାନୀ ନୁହଁନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୋୟନର ଅଧିପତିମାନେ ନିତା; ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜଗଣର ସନ୍ତାନ?
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନର ଅଧିପତିମାନେ ନିତାନ୍ତ ନିର୍ବୋଧ। “ଫାରୋର ଜ୍ଞାନୀ ଉପଦେଷ୍ଟାଗଣ” କୁପରାମର୍ଶ ଦିଅନ୍ତି। ସେହି ଅଧିପତିଗଣ ନିଜକୁ ଜ୍ଞାନୀ ଏବଂ ବିଦ୍ୱାନ ମନେ କରନ୍ତି। ସେମାନେ ପ୍ରାଚୀନ ବୈଭବଶାଳୀ ରାଜବଂଶର ଅଂଶ ଅଟନ୍ତି। ମାତ୍ର ପ୍ରକୃତରେ ସେମାନେ ଜ୍ଞାନୀ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?
Odia IRV 2017 (ଓଡିଆ ବାଇବେଲ)
ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?