Isaiah 19:12 — Compare Translations
5 translations compared side by side
Odia - 1840
"ହେ ମିଶର, ତୁମ୍ଭର ଜ୍ଞାନୀ ବ୍ଯକ୍ତିଗଣ କେଉଁଠା ରେ? ସହେି ଜ୍ଞାନୀ ବ୍ଯକ୍ତିଗଣଙ୍କୁ ଜଣାନ୍ତୁ ସର୍ବଶକ୍ତିମାନ ସଦାପ୍ରଭୁ ମିଶର ବିଷଯ ରେ କି ମନ୍ତ୍ରଣା କରିଛନ୍ତି। ସମାନଙ୍କେୁ କ'ଣ ଘଟିବ କୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେଣ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମିଶର, ତୁମ୍ଭର ଜ୍ଞାନୀ ବ୍ୟକ୍ତିଗଣ କେଉଁଠାରେ? ସେହି ଜ୍ଞାନୀ ବ୍ୟକ୍ତିଗଣଙ୍କୁ ଜଣାନ୍ତୁ ସର୍ବଶକ୍ତିମାନ ସଦାପ୍ରଭୁ ମିଶର ବିଷୟରେ କି ମନ୍ତ୍ରଣା କରିଛନ୍ତି। ସେମାନଙ୍କୁ କ’ଣ ଘଟିବ କୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।