Isaiah 19:13 — Compare Translations

5 translations compared side by side

Odia - 1840
"ସିୟୋନର ଅଧିପତିମାନେ ନିର୍ବୋଧ ହାଇେ ଅଛନ୍ତି। ନୋଫର ଅଧିପତିମାନେ ଭ୍ରାନ୍ତ ଧାରଣା କରିଛନ୍ତି। ତେଣୁ ସହେି ଅଧିପତିଗଣ ମିଶରକୁ ବିପଥଗାମୀ କରାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣପ୍ରସ୍ତର ସ୍ଵରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନର ଅଧିପତିମାନେ ନିର୍ବୋଧ ହୋଇ ଅଛନ୍ତି। ନୋଫର ଅଧିପତିମାନେ ଭ୍ରାନ୍ତ ଧାରଣା କରିଛନ୍ତି। ତେଣୁ ସେହି ଅଧିପତିଗଣ ମିଶରକୁ ବିପଥଗାମୀ କରାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣ-ପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।