Isaiah 19:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମିଶରୀଯମାନଙ୍କୁ ବିଭ୍ରାନ୍ତ କରାଇଛନ୍ତି। ସମାନେେ ନିଜେ ବାଉଳା ହାଇେଛନ୍ତି ଓ ମିଶରକୁ କୁପଥରେ ନଇେଛନ୍ତି। ସହେି ପ୍ରାଚୀନଗଣ ଯାହା ସବୁ କରିଛନ୍ତି ସେ ସମସ୍ତ କୁକର୍ମ। ମାତାଲ ନିଜ ବାନ୍ତି ରେ ଟଳଟଳ ହେଲାପରି ସମାନେେ ମିଶରକୁ ପ୍ରେତ୍ୟକକ କାର୍ୟ୍ଯ ରେ ବିପଥଗାମୀ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମିଶରୀୟମାନଙ୍କୁ ବିଭ୍ରାନ୍ତ କରାଇଛନ୍ତି। ସେମାନେ ନିଜେ ବାଉଳା ହୋଇଛନ୍ତି ଓ ମିଶରକୁ କୁପଥରେ ନେଇଛନ୍ତି। ସେହି ପ୍ରାଚୀନଗଣ ଯାହାସବୁ କରିଛନ୍ତି ସେ ସମସ୍ତ କୁକର୍ମ। ମାତାଲ ନିଜ ବାନ୍ତିରେ ଟଳଟଳ ହେଲାପରି ସେମାନେ ମିଶରକୁ ପ୍ରତ୍ୟେକ କାର୍ଯ୍ୟରେ ବିପଥଗାମୀ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।