Isaiah 19:15 — Compare Translations

5 translations compared side by side

Odia - 1840
"ଅଧିପତିମାନେ ମିଶର ପାଇଁ କିଛି କରିପାରିବେ ନାହିଁ। ସମାନେେ, ମସ୍ତକ କି ଲାଙ୍ଗୁଳ, ତଳବାହୁଙ୍ଗା କି ଜଳଜ ତୃଣ ଯାହା କରିପା ରେ ସମାନେେ ତାହା କରିପାରିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମସ୍ତକ କି ଲାଙ୍ଗୁଳ, କି ତାଳବାହୁଙ୍ଗା କି ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିପତିମାନେ ମିଶର ପାଇଁ କିଛି କରି ପାରିବେ ନାହିଁ। ସେମାନେ, “ମସ୍ତକ କି ଲାଙ୍ଗୁଳ, ତଳବାହୁଙ୍ଗା କି ଜଳଜ ତୃଣ ଯାହା କରିପାରେ ସେମାନେ ତାହା କରି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।