Isaiah 19:16 — Compare Translations

5 translations compared side by side

Odia - 1840
"ସଦେିନ ମିଶରୀଯଗଣ ସ୍ତ୍ରୀ ସଦୃଶ ହବେେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଭୟ କରିବେ। ଯେତବେେଳେ ସଦାପ୍ରଭୁ ଦଣ୍ଡ ଦବୋପାଇଁ ହସ୍ତ ଉତ୍ତୋଳନ କରିବେ, ସେତବେେଳେ ସମାନେେ ଭୟଭୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ମିସର ସ୍ତ୍ରୀଗଣର ତୁଲ୍ୟ ହେବ, ପୁଣି ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ମିଶରୀୟଗଣ ସ୍ତ୍ରୀ ସଦୃଶ ହେବେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଭୟ କରିବେ। ଯେତେବେଳେ ସଦାପ୍ରଭୁ ଦଣ୍ଡ ଦେବା ପାଇଁ ହସ୍ତ ଉତ୍ତୋଳନ କରିବେ, ସେତେବେଳେ ସେମାନେ ଭୟଭୀତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।