Isaiah 19:17 — Compare Translations

5 translations compared side by side

Odia - 1840
"ମିଶର ପ୍ରତି ଯିହୁଦା ତ୍ରାସଜନକ ହବେ। ମିଶରର ଯେ କୌଣସି ବ୍ଯକ୍ତି ଯିହୁଦାର ନାମ ଶୁଣିବ ଭୟ ରେ ଥରିବ। ଏସବୁ ଘଟିବାର କାରଣ ହେଉଛି ସର୍ବଶକ୍ତିମାନ ସଦାପ୍ରଭୁ ମିଶର ରେ ଭୟଙ୍କର ଜିନିଷ ଘଟିବ ବୋଲି ମନ୍ତ୍ରଣା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶର ପ୍ରତି ଯିହୁଦା ତ୍ରାସଜନକ ହେବ। ମିଶରର ଯେକୌଣସି ବ୍ୟକ୍ତି ଯିହୁଦାର ନାମ ଶୁଣିବ ଭୟରେ ଥରିବ। ଏସବୁ ଘଟିବାର କାରଣ ହେଉଛି ସର୍ବଶକ୍ତିମାନ ସଦାପ୍ରଭୁ ମିଶରରେ ଭୟଙ୍କର ଜିନିଷ ଘଟିବ ବୋଲି ମନ୍ତ୍ରଣା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।
Odia IRV 2017 (ଓଡିଆ ବାଇବେଲ)
ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।