Isaiah 19:18 — Compare Translations

5 translations compared side by side

Odia - 1840
"ସେ ସମୟରେ, ମିଶରର ପାଞ୍ଚଟି ନଗର ରେ ଲୋକ କିଣାନୀଯ ଭାଷା କହିବେ, ସମାନେେ ସଦାପ୍ରଭୁ ସର୍ବଶକ୍ତିମାନଙ୍କୁ ଅନୁସରଣ କରିବେ ବୋଲି ଶପଥ ନବେେ। ସହେି ପାଞ୍ଚ ନଗରମାନଙ୍କ ମଧ୍ଯରୁ ଏକ ନଗର, ଉତ୍ପାଟନ ନଗର' ନାମ ରେ ଖ୍ଯାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ, ମିଶରର ପାଞ୍ଚୋଟି ନଗରରେ ଲୋକ କିଣାନୀୟ ଭାଷା କହିବେ, ସେମାନେ ସଦାପ୍ରଭୁ ସର୍ବଶକ୍ତିମାନଙ୍କୁ ଅନୁସରଣ କରିବେ ବୋଲି ଶପଥ ନେବେ। ସେହି ପାଞ୍ଚ ନଗରମାନଙ୍କ ମଧ୍ୟରୁ ଏକ ନଗର, “ଉତ୍ପାଟନ ନଗର” ନାମରେ ଖ୍ୟାତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।