Isaiah 19:2 — Compare Translations

5 translations compared side by side

Odia - 1840
"ପରମେଶ୍ବର କୁହନ୍ତି, ମିଶରୀଯମାନେ ଆପଣା ଆପଣା ବିରୁଦ୍ଧ ରେ ୟୁଦ୍ଧ କରିବେ, ମୁଁ ତା'ର କାରଣ ହବେି। ଲୋକେ ସମାନଙ୍କେ ଭାଇ ବିପକ୍ଷ ରେ ସଂଗ୍ରାମ କରିବେ। ପଡ଼ୋଶୀ ପଡ଼ୋଶୀ ମଧିଅରେ ୟୁଦ୍ଧ ହବେ। ନଗର ନଗର ମଧିଅରେ ଓ ରାଜ୍ଯ ରାଜ୍ଯ ମଧିଅରେ ଲଢ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୁହନ୍ତି, “ମିଶରୀୟମାନେ ଆପଣା ଆପଣା ବିରୁଦ୍ଧରେ ଯୁଦ୍ଧ କରିବେ, ମୁଁ ତା’ର କାରଣ ହେବି। ଲୋକେ ସେମାନଙ୍କ ଭାଇ ବିପକ୍ଷରେ ସଂଗ୍ରାମ କରିବେ। ପଡ଼ୋଶୀ ପଡ଼ୋଶୀ ମଧ୍ୟରେ ଯୁଦ୍ଧ ହେବ। ନଗର ନଗର ମଧ୍ୟରେ ଓ ରାଜ୍ୟ ରାଜ୍ୟ ମଧ୍ୟରେ ଲଢ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।