Isaiah 19:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସର୍ବଶକ୍ତିମଯ ମହାନ୍ ବସ୍ତୁର ସୃଷ୍ଟିକର୍ତ୍ତା ବୋଲି ଏହା ତା'ର ସଙ୍କତେ ହବେ। ଯେ କୌଣସି ସମୟରେ ଲୋକମାନେ ସଦାପ୍ରଭୁଙ୍କୁ ସାହାୟ୍ଯ ଭିକ୍ଷା କରିବେ, ସଦାପ୍ରଭୁ ସାହାୟ୍ଯ ପଠାଇବେ। ଲୋକମାନଙ୍କ ପ୍ରତିରକ୍ଷା ପାଇଁ ସଦାପ୍ରଭୁ ଜଣେ ବ୍ଯକ୍ତିକୁ ପ୍ ରରଣେ କରିବେ। ସହେି ବ୍ଯକ୍ତିଟି ଦୁଷ୍କର୍ମ କରୁଥିବା ଲୋକମାନଙ୍କଠାରୁ ଅନ୍ୟମାନଙ୍କୁ ରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ଵରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଶକ୍ତିମୟ ମହାନ ବସ୍ତୁର ସୃଷ୍ଟିକର୍ତ୍ତା ବୋଲି ଏହା ତା’ର ସଙ୍କେତ ହେବ। ଯେକୌଣସି ସମୟରେ ଲୋକମାନେ ସଦାପ୍ରଭୁଙ୍କୁ ସାହାଯ୍ୟ ଭିକ୍ଷା କରିବେ, ସଦାପ୍ରଭୁ ସାହାଯ୍ୟ ପଠାଇବେ। ଲୋକମାନଙ୍କ ପ୍ରତିରକ୍ଷା ପାଇଁ ସଦାପ୍ରଭୁ ଜଣେ ବ୍ୟକ୍ତିକୁ ପ୍ରେରଣ କରିବେ। ସେହି ବ୍ୟକ୍ତିଟି ଦୁଷ୍କର୍ମ କରୁଥିବା ଲୋକମାନଙ୍କଠାରୁ ଅନ୍ୟମାନଙ୍କୁ ରକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।