Isaiah 19:21 — Compare Translations
5 translations compared side by side
Odia - 1840
"ସହେିଦିନ ମିଶରୀଯମାନେ ସଦାପ୍ରଭୁଙ୍କର ପ୍ରକୃତ ପରିଚଯ ପାଇବେ। ସମାନେେ ପରମେଶ୍ବରଙ୍କୁ ପ୍ ରମେ କରିବେ। ସମାନେେ ତାଙ୍କୁ ସବୋ କରିବେ ଓ ତାଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଦବେେ। ଆଉ ମଧ୍ଯ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଶପଥ ନବେେ ଓ ସେ ଶପଥ ପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ମିଶରୀୟମାନେ ସଦାପ୍ରଭୁଙ୍କର ପ୍ରକୃତ ପରିଚୟ ପାଇବେ। ସେମାନେ ପରମେଶ୍ୱରଙ୍କୁ ପ୍ରେମ କରିବେ। ସେମାନେ ତାଙ୍କୁ ସେବା କରିବେ ଓ ତାଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବେ। ଆଉ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶପଥ ନେବେ ଓ ସେ ଶପଥ ପାଳନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।