Isaiah 19:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମିଶରୀଯମାନଙ୍କୁ ଦଣ୍ଡ ଦବେେ। ଆଉ ମଧ୍ଯ ସମାନଙ୍କେୁ ସେ କ୍ଷମା ଦବେେ। ତେଣୁ ସମାନେେ ସଦାପ୍ରଭୁଙ୍କ ନିକଟକୁ ଚାଲି ଆସିବେ। ସଦାପ୍ରଭୁ ସମାନଙ୍କେର ପ୍ରାର୍ଥନା ଶୁଣିବେ ଓ ସମାନଙ୍କେୁ କ୍ଷମା ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମିଶରୀୟମାନଙ୍କୁ ଦଣ୍ଡ ଦେବେ। ଆଉ ମଧ୍ୟ ସେମାନଙ୍କୁ ସେ କ୍ଷମା ଦେବେ। ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟକୁ ଗ୍ଭଲି ଆସିବେ। ସଦାପ୍ରଭୁ ସେମାନଙ୍କର ପ୍ରାର୍ଥନା ଶୁଣିବେ ଓ ସେମାନଙ୍କୁ କ୍ଷମା ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।