Isaiah 19:23 — Compare Translations

5 translations compared side by side

Odia - 1840
"ସହେି ସମୟରେ ମିଶରରୁ ଅଶୂର ପର୍ୟ୍ଯନ୍ତ ଏକ ରାଜପଥ ନିର୍ମିତ ହବେ। ତା'ପ ରେ ଅଶୂରର ଲୋକମନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ମିଶରରୁ ଅଶୂର ପର୍ଯ୍ୟନ୍ତ ଏକ ରାଜପଥ ନିର୍ମିତ ହେବ। ତା’ପରେ ଅଶୂରର ଲୋକମାନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।