Isaiah 19:24 — Compare Translations
5 translations compared side by side
Odia - 1840
"ସେ ସମୟରେ ଇଶ୍ରାୟେଲ, ଅଶୂର ଓ ମିଶର ଏକତ୍ରୀତ ହବେେ ଓ ରାଜ୍ଯକୁ ନିଯନ୍ତ୍ରଣ କରିବେ। ଏମାନେ ପୃଥିବୀ ପାଇଁ ଆଶୀର୍ବାଦର ପାତ୍ର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଇସ୍ରାଏଲ, ଅଶୂର ଓ ମିଶର ଏକତ୍ରିତ ହେବେ ଓ ରାଜ୍ୟକୁ ନିୟନ୍ତ୍ରଣ କରିବେ। ଏମାନେ ପୃଥିବୀ ପାଇଁ ଆଶୀର୍ବାଦର ପାତ୍ର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;