Isaiah 19:25 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସର୍ବଶକ୍ତିମାନ ଏ ଦେଶଗୁଡ଼ିକୁ ଆଶୀର୍ବାଦ କରିବେ। ସେ କହିବେ, ହେ ମିଶରୀଯମାନେ, ତୁମ୍ଭମାନେେ ମାରେ ଲୋକ। ଅଶୂର ମୁଁ ତୁମ୍ଭକୁ ତିଆରି କରିଛି। ତୁମ୍ଭମାନେେ ସମସ୍ତେ ଆଶୀର୍ବାଦର ପାତ୍ର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର ଓ ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଶକ୍ତିମାନ ଏ ଦେଶଗୁଡ଼ିକୁ ଆଶୀର୍ବାଦ କରିବେ। ସେ କହିବେ, “ହେ ମିଶରୀୟମାନେ, ତୁମ୍ଭେମାନେ ମୋର ଲୋକ। ଅଶୂର ମୁଁ ତୁମ୍ଭକୁ ତିଆରି କରିଛି। ତୁମ୍ଭେମାନେ ସମସ୍ତେ ଆଶୀର୍ବାଦର ପାତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।”