Isaiah 19:3 — Compare Translations

5 translations compared side by side

Odia - 1840
"ମିଶରୀଯମାନେ ବିଭ୍ରାନ୍ତ ହବେେ। ସମାନେେ କ'ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଚାରିବେ। ଆଉ ମଧ୍ଯ ସମାନେେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନବେେ। ମାତ୍ର ସମାନଙ୍କେର ଉପଦେଶ ଅର୍ଥହୀନ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା ଓ ମୋହକ ଓ ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟମାନେ ବିଭ୍ରାନ୍ତ ହେବେ। ସେମାନେ କ’ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଗ୍ଭରିବେ। ଆଉ ମଧ୍ୟ ସେମାନେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନେବେ। ମାତ୍ର ସେମାନଙ୍କର ଉପଦେଶ ଅର୍ଥହୀନ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।