Isaiah 19:4 — Compare Translations

5 translations compared side by side

Odia - 1840
"ମାରେପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ମୁଁ ମିଶରୀଯମାନଙ୍କୁ ଏକ ନିର୍ଦ୍ଦଯ ପ୍ରଭୁ ହସ୍ତ ରେ ସମର୍ପଣ କରିବି ଓ ଏକ ଦୂରନ୍ତ ରାଜା ସମାନଙ୍କେୁ ଶାସନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁର; ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ମୁଁ ମିଶରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବି ଓ ଏକ ଦୂରନ୍ତ ରାଜା ସେମାନଙ୍କୁ ଶାସନ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ମିସରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ,” ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।