Isaiah 19:7 — Compare Translations
5 translations compared side by side
Odia - 1840
"ନଦୀ ତୀରବର୍ତ୍ତୀ ଉଦ୍ଭିଦ ସବୁ ମରିଯିବେ ଓ ପବନ ରେ ଉଡ଼ି ଯିବେ। ଏପରିକି ନୀଳନଦୀ କୂଳ ରେ ଜନ୍ମିଥିବା ଗଛଗୁଡ଼ିକ ମରିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୀଳନଦୀ ନିକଟସ୍ଥ, ନୀଳନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳନଦୀ ନିକଟରେ ଯାହା କିଛି ବୁଣାଯାଏ, ସେସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନଦୀ ତୀରବର୍ତ୍ତୀ ଉଦ୍ଭିଦ ସବୁ ମରିଯିବେ ଓ ପବନରେ ଉଡ଼ି ଯିବେ। ଏପରିକି ନୀଳନଦୀ କୂଳରେ ଜନ୍ମିଥିବା ଗଛଗୁଡ଼ିକ ମରିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।