Isaiah 19:8 — Compare Translations
5 translations compared side by side
Odia - 1840
" ଯେଉଁ କବୈର୍ତ୍ତମାନେ ବନଶୀ ସାହାୟ୍ଯ ରେ ନୀଳନଦୀରୁ ମାଛ ଧରୁଥିଲେ, ସମାନେେ ଦୁଃଖିତ ହବେେ ଓ କାନ୍ଦିବା ଆରମ୍ଭ କରିବେ। ଯେଉଁମାନେ ବନିଶୀ ପକାଇ ନୀଳନଦୀରୁ ମାଛ ଧରୁଥିଲେ, ବିଳାପ କରିବେ। ଯେଉଁମାନେ ପାଣି ରେ ଜାଲ ପକାଉଥିଲେ ହତାଶ ହବେ। ସମାନଙ୍କେର ଜୀବିକା ପାଇଁ ନୀଳନଦୀ ଉପ ରେ ନିର୍ଭର କରୁଥିଲେ। କିନ୍ତୁ ସେ ଶୁଖିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୈବର୍ତ୍ତମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳନଦୀରେ ବନ୍ଶୀ ପକାନ୍ତି, ସେସମସ୍ତେ ଶୋକ କରିବେ, ପୁଣି ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ କୈବର୍ତ୍ତମାନେ ବନଶୀ ସାହାଯ୍ୟରେ ନୀଳନଦୀରୁ ମାଛ ଧରୁଥିଲେ, ସେମାନେ ଦୁଃଖିତ ହେବେ ଓ କାନ୍ଦିବା ଆରମ୍ଭ କରିବେ। ଯେଉଁମାନେ ବନିଶୀ ପକାଇ ନୀଳନଦୀରୁ ମାଛ ଧରୁଥିଲେ, ବିଳାପ କରିବେ। ଯେଉଁମାନେ ପାଣିରେ ଜାଲ ପକାଉଥିଲେ ହତାଶ ହେବେ। ସେମାନଙ୍କର ଜୀବିକା ପାଇଁ ନୀଳନଦୀ ଉପରେ ନିର୍ଭର କରୁଥିଲେ। କିନ୍ତୁ ସେ ଶୁଖିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।