Isaiah 19:9 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ଲୁଗା ବୁଣୁଥିଲେ ସମାନେେ ଅତ୍ଯନ୍ତ ଦୁଃଖିତ ହବେ। କାରଣ ସମାନେେ ଯେଉଁ ଛଣପଟ ଶୁକ୍ଲବସ୍ତ୍ର ପାଇଁ ଦରକାର କରନ୍ତି, ନଦୀ ଶୁଖି ୟିବାରୁ ତାହା ଆଉ ଜନ୍ମିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ଲୁଗା ବୁଣୁଥିଲେ ସେମାନେ ଅତ୍ୟନ୍ତ ଦୁଃଖିତ ହେବେ। କାରଣ ସେମାନେ ଯେଉଁ ଛଣପଟ ଶୁକ୍ଳବସ୍ତ୍ର ପାଇଁ ଦରକାର କରନ୍ତି, ନଦୀ ଶୁଖି ଯିବାରୁ ତାହା ଆଉ ଜନ୍ମିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳ ବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।