Isaiah 2:1 — Compare Translations

5 translations compared side by side

Odia - 1840
"ଆମାେସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ୟିରୁଶାଲମ ବିଷଯ ରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
God’s Message to Judah and Jerusalem ଆମୋସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ଯିରୁଶାଲମ ବିଷୟରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।
Odia IRV 2017 (ଓଡିଆ ବାଇବେଲ)
ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।