Isaiah 2:10 — Compare Translations
5 translations compared side by side
Odia - 1840
"ୟାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗ ରେ ନିଜକୁ ଲୁଚାଅ! କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗରେ ନିଜକୁ ଲୁଗ୍ଭଅ! କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।