Isaiah 2:11 — Compare Translations
5 translations compared side by side
Odia - 1840
"ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସେହି ଅହଙ୍କାରୀଗଣ ଲଜ୍ଜାରେ ଅବନତ ହେବେ। ମାତ୍ର ସେତେବେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।