Isaiah 2:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସହେିଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦବେେ। ସେତବେେଳେ ସହେି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସେହି ଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦେବେ। ସେତେବେଳେ ସେହି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
Odia IRV 2017 (ଓଡିଆ ବାଇବେଲ)
କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;